
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି କିଛି ଅଞ୍ଚଳରେ ବର୍ଷା ଓ ବଜ୍ରପାତ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୨ଟା ୩୦ ପର୍ଯ୍ୟନ୍ତ ୧୧ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଜଗତସିଂହପୁର, ନୟାଗଡ଼ ଓ ଗଞ୍ଜାମ।
from Odisha Reporter https://ift.tt/2wdJqmh
No comments:
Post a Comment