ଅପରାହ୍ନ ସାଢ଼େ ୩ଟାରୁ ସନ୍ଧ୍ୟା ସାଢ଼େ ୭ଟା ପର୍ଯ୍ୟନ୍ତ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 25, 2018

ଅପରାହ୍ନ ସାଢ଼େ ୩ଟାରୁ ସନ୍ଧ୍ୟା ସାଢ଼େ ୭ଟା ପର୍ଯ୍ୟନ୍ତ ସତର୍କ ରୁହନ୍ତୁ

rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ବର୍ଷା ସହିତ ଝଡ଼ ଓ ବଜ୍ରପାତ ବି ହୋଇପାରେ। ଏଥିପାଇଁ ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ୧୫ଟି ଜିଲ୍ଲାକୁ ସତର୍କ କରାଯାଇଛି। ଏହା ସହିତ ଭୁବନେଶ୍ୱରବାସୀଙ୍କୁ ମଧ୍ୟ ସତର୍କ କରାଯାଇଛି।

ଯେଉଁ ସବୁ ଜିଲ୍ଲାଗୁଡ଼ିକୁ ସତର୍କ କରାଯାଇଛି, ସେଗୁଡ଼ିକ ହେଲା- ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଦେବଗଡ଼, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ।

ଏହି ସବୁ ଜିଲ୍ଲାବାସୀଙ୍କୁ ଅପରାହ୍ନ ସାଢ଼େ ୩ଟାରୁ ସନ୍ଧ୍ୟା ସାଢ଼େ ୭ଟା ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି। ଏହି ସମୟ ମଧ୍ୟରେ ସଂପୃକ୍ତ ଜିଲ୍ଲାଗୁଡ଼ିକର କିଛି କିଛି ସ୍ଥାନରେ ଝଡ଼ ଓ ବଜ୍ରପାତ ସହିତ ସହିତ ମଧ୍ୟମ ଧରଣର ବର୍ଷା ହେବ।



from Odisha Reporter https://ift.tt/2BNDNkX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages