ଭୁବନେଶ୍ୱରରେ ବସ୍‌ ଧକ୍କାରେ ଡାକ୍ତର ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 1, 2018

ଭୁବନେଶ୍ୱରରେ ବସ୍‌ ଧକ୍କାରେ ଡାକ୍ତର ମୃତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ୍ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‌ ଧକ୍କାରେ ଜଣେ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ସେ ଜଣେ ମେଡିସିନ୍ ସ୍ପେଶାଲିଷ୍ଟ୍‌ ଥିଲେ। ତାଙ୍କ ନାଁ ବସନ୍ତ ରାଉତ। ସେ ଅନୁଗୋଳରେ କାର୍ଯ୍ୟ କରୁଥିଲେ ବୋଲି ଜଣାପଡ଼ିଛି।

ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକେ ବସ୍ ଭଙ୍ଗାରୁଜା କରିଥିଲେ।

ବସ୍‌ର ଡ୍ରାଇଭର ଓ ହେଲପର୍‌ ଫେରାର୍‌ ହୋଇଯାଇଛନ୍ତି।

ପୁଲିସ ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ୍ ହସ୍‌ପିଟାଲ୍ ପଠାଇଛି।



from OdishaReporter https://ift.tt/2KkdrGb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages