ସେପ୍ଟେମ୍ବର ୪ରୁ ବିଧାନସଭା ମୌସୁମୀ ଅଧିବେଶନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 7, 2018

ସେପ୍ଟେମ୍ବର ୪ରୁ ବିଧାନସଭା ମୌସୁମୀ ଅଧିବେଶନ

vidhansabha

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ମାସ ୪ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ।

ଏହା ସେପ୍ଟେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ୧୧ଟି କାର୍ଯ୍ୟ ଦିବସ ରହିଛି।

ପ୍ରଥମ ଦିନରେ ଅର୍ଥାତ୍ ୪ ତାରିଖରେ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ।

୧୭ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ କରାଯିବ।



from OdishaReporter https://ift.tt/2nl7rEd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages