ସ୍ତ୍ରୀଙ୍କୁ ହାଣି ହତ୍ୟା କରିବା ପରେ ସ୍ୱାମୀର ଆତ୍ମହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 16, 2018

ସ୍ତ୍ରୀଙ୍କୁ ହାଣି ହତ୍ୟା କରିବା ପରେ ସ୍ୱାମୀର ଆତ୍ମହତ୍ୟା

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ବାଲିମୀ ଥାନା ଅନ୍ତର୍ଗତ ଖାଲପାଳ ଗାଁରେ ଜଣେ ମହିଳାଙ୍କୁ ତାଙ୍କୁ ସ୍ୱାମୀ ହାଣି ହତ୍ୟା କରିବା ପରେ ଆତ୍ମହତ୍ୟା କରିଛନ୍ତି। ମୃତକମାନେ ହେଲେ ସୁଧାକର ବାଡ଼ିଆ ଓ ତାଙ୍କ ପତ୍ନୀ ସିଲି ବାଡ଼ିଆ।

ଆଜି ଦିନ ପ୍ରାୟ ୧୧ଟା ବେଳେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ଏଥିରେ ଉତକ୍ଷୀପ୍ତ ହୋଇ ସୁଧାକର ଏକ କଟୁରୀରେ ସିଲିଙ୍କୁ ହାଣି ହତ୍ୟା କରିଥିଲେ। ଏହାପରେ ସେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।

ବାଲିମୀ ପୁଲିସ ଘଟଣାସ୍ଥଳରେ ପହଞ୍ଚି  ଶବ ଜବତ କରି  ବ୍ୟବଚ୍ଛେଦ ପାଇଁ ପଠାଇଛି।

ତେବେ କେଉଁ କାରଣରୁ ଏହି ଘଟଣା ଘଟିଲା ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ପୁଲିସ୍ କହିଛି।



from OdishaReporter https://ift.tt/2OEHLh8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages