କରୁଣାନିଧିଙ୍କ ପରଲୋକରେ ଦେଶବ୍ୟାପୀ ଦିନିକିଆ ଶୋକପାଳନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 7, 2018

କରୁଣାନିଧିଙ୍କ ପରଲୋକରେ ଦେଶବ୍ୟାପୀ ଦିନିକିଆ ଶୋକପାଳନ

karuna

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଡିଏମ୍‌କେ ସୁପ୍ରିମୋ ଏମ୍‌ କରୁଣାନିଧିଙ୍କ ମୃତ୍ୟୁ ପରେ କେନ୍ଦ୍ର ସରକାର ତାଙ୍କ ସମ୍ମାନାର୍ଥେ ଆଜି ଦେଶବ୍ୟାପୀ ରାଷ୍ଟ୍ରୀୟ ଶୋକ ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ଦେଶର ସବୁ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ। ଆଜି କୌଣସି ସରକାରୀ କାର୍ଯ୍ୟକ୍ରମ ନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।

66

କରୁଣାନିଧିଙ୍କ ପରଲୋକରେ ତାମିଲନାଡ଼ୁ ସରକାର ୭ ଦିନିଆ ଶୋକ ପାଳନ ପାଇଁ ଘୋଷଣା କରିଛନ୍ତି। ଆଜି ଚେନ୍ନାଇରେ ତାଙ୍କ ଶେଷକୃତ୍ୟ ସଂପନ୍ନ ହେବ।

ଗତକାଲି ସନ୍ଧ୍ୟାରେ ଚେନ୍ନାଇର କାବେରୀ ହସ୍‌ପିଟାଲ୍‌ରେ କରୁଣାନିଧିଙ୍କ ପରଲୋକ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିଲା।

ସେ ୫ ଥର ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେ ୧୩ ଥର ବିଧାନସଭାକୁ ନିର୍ବାଚିତ ହୋଇ ଯାଇଥିଲେ।

 

 



from OdishaReporter https://ift.tt/2Ol9xiC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages