
କାମାକ୍ଷାନଗର(ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲା ଆଲୁଅଝରଣ ପଞ୍ଚସଖା ରାଇସ୍ ମିଲ୍ ନିକଟରେ ଆଜି ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ଏକ ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତ ରହିଛି।
ମୃତକଦ୍ୱୟ ହେଲେ ଭୁଲୁ ମାତ୍ର ଓ ଟୁଟୁ ପାତ୍ର। ଗୁରୁତର କହ୍ନେଇ ବେହେରାଙ୍କୁ କାମାକ୍ଷାନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବାଇକ୍ରେ ଏହି ୩ ଜଣ କାମାକ୍ଷାନଗରରୁ ଢେଙ୍କାନାଳ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।
from Odisha Reporter https://ift.tt/2L6zgcL
No comments:
Post a Comment