ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲା ଏକ୍ସପ୍ରେସ୍ ଟ୍ରେନ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 29, 2018

ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲା ଏକ୍ସପ୍ରେସ୍ ଟ୍ରେନ୍‌

train1

ବ୍ରହ୍ମପୁର( ଓଡ଼ିଶା ରିପୋର୍ଟର): ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି ଭିଲୁପୁରମ୍‌-ଖଡ଼ଗପୁର ଏକ୍ସପ୍ରେସ୍‌ ଟ୍ରେନ୍‌।

ବ୍ରହ୍ମପୁର ଷ୍ଟେସନ୍‌ରେ ପହଞ୍ଚିବା ପୂର୍ବରୁ ଟ୍ରେନରୁ ଧୂଆଁ ବାହାରୁଥିଲା। ଟ୍ରେନ୍‌ର ଏସ୍-୩ ବଗି ବ୍ୟାଟେରୀ ବକ୍ସରୁ ଧୂଆଁ ବାହାରି ଥିଲା।

ଟ୍ରେନ୍ ବ୍ରହ୍ମପୁର ଷ୍ଟେସନରେ ପହଞ୍ଚିବା ପରେ ନିଆଁ ଲିଭା ଯାଇଥିଲା। ଏହାପରେ  ଷ୍ଟେସନ୍‌ କର୍ମଚାରୀମାନେ ବ୍ୟାଟେରୀକୁ ବାହାର କରି ଦେଇଥିଲେ।

ଷ୍ଟେସନ୍‌ରେ ପ୍ରାୟ ୪୦ ମିନିଟ୍‌ ଅଟକି ରହିବା ପରେ ଟ୍ରେନ୍‌ ଛାଡ଼ିଥିଲା।



from Odisha Reporter https://ift.tt/2PN109I

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages