ପୋଖରୀରେ ବୁଡ଼ି କାଉଡ଼ିଆଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 19, 2018

ପୋଖରୀରେ ବୁଡ଼ି କାଉଡ଼ିଆଙ୍କ ମୃତ୍ୟୁ

death

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ସଦର ଥାନା ଅନ୍ତର୍ଗତ ବାଟ ମଙ୍ଗଳା ମନ୍ଦିର ନିକଟ ଏକ ପୋଖରୀରେ ବୁଡ଼ି ଜଣେ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ କମଳାକାନ୍ତ ପାଢ଼ୀ।

ସେ ଭୁବନେଶ୍ୱରରୁ ଆସିଥିଲେ। ଆଉ ୨ ଜଣ ସାଥୀଙ୍କ ସହ ସେ ପୋଖରୀ ଭିତରକୁ ଯାଇଥିବା ବେଳେ ହଠାତ୍ ବୁଡ଼ି ଯାଇଥିଲେ।

ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିଥିଲେ। କମଳାକାନ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାଙ୍କୁ ପୁରୀ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆଜି ବ୍ୟବଚ୍ଛେଦ ପରେ ତାଙ୍କ  ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ୍‌ କହିଛି।



from Odisha Reporter https://ift.tt/2N1r13i

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages