
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୮ଟି ଜିଲ୍ଲାରେ ସକାଳ ୮ଟା ୧୫ ମିନିଟ୍ ମଧ୍ୟରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧା, ସମ୍ବଲପୁର, ଝାରସୁଗୁଡ଼ା ଓ ଗଜପତି।
ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
from Odisha Reporter https://ift.tt/2wvVjoC
No comments:
Post a Comment