୨୧ ଅଗଷ୍ଟ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି ବନ୍ଧୁଙ୍କ ସହଯୋଗ ପାଇବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 20, 2018

୨୧ ଅଗଷ୍ଟ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି ବନ୍ଧୁଙ୍କ ସହଯୋଗ ପାଇବେ

rasheepic

ମେଷ: ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ଚାକିରିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ।
ବୃଷ: ପରିବାରରେ ହସ ଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।
ମିଥୁନ: ବିଦେଶରୁ ଶୁଭ ଖବର ଶୁଣି ପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ। କାହାରିଙ୍କୁ ହାତଉଧାରି ଦିଅନ୍ତୁ ନାହିଁ।
କର୍କଟ: ବ୍ୟବସାୟରେ ଲାଭବାନ ହେବେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।
ସିଂହ: ଯାନବାହନ ଦୁର୍ଘଟଣାର ଯୋଗ ରହିଛି, ସତର୍କ ରୁହନ୍ତୁ। ଭାଇଙ୍କ ସହ ଝଗଡ଼ା ହୋଇପାରେ।
କନ୍ୟା: ପରିବାରିକ ବାଦ-ବିବାଦ ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଅସୁସ୍ଥ ଅନୁଭବ କରିବେ।
ତୁଳା: ଚାକିରିରେ ପଦୋନ୍ନତି ହୋଇପାରେ। ପିଲାମାନେ ପରୀକ୍ଷାରେ ସଫଳତା ପାଇବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।
ବିଛା: ମାଲିମକଦ୍ଦମାରେ ବିଜୟୀ ହେବେ। ପରିବାରରେ ଲାଗି ରହିଥିବା ସମସ୍ୟା ଦୂର ହେବ। ଆର୍ଥିକ ସ୍ଥିତି ଭଲ ରହିବ।
ଧନୁ: ବନ୍ଧୁଙ୍କଠାରୁ ସହଯୋଗ ପାଇବେ। ନୂତନ ଯାନବାହନ କିଣି ପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ।
ମକର: ବାପାମାଆଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ଜୀବନସାଥୀଙ୍କଠାରୁ ସହଯୋଗ ପାଇବେ। ଧନପ୍ରାପ୍ତି ଯୋଗ ରହିଛି।
କୁମ୍ଭ: ଉପହାର ପାଇପାରନ୍ତି। ପରିବାରରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।
ମୀନ: ମାନ-ସମ୍ମାନ ମିଳିବ। କ୍ୟାରିଅର୍‌ରେ ପରିବର୍ତ୍ତନ କରିପାରନ୍ତି। ବିବାହ ସ୍ଥିର ହୋଇପାରେ।



from Odisha Reporter https://ift.tt/2N8VbSA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages