ଅନନ୍ତ ବାସୁଦେବ ମନ୍ଦିର ରୋଷଘରେ ଅଗ୍ନିକାଣ୍ଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 9, 2018

ଅନନ୍ତ ବାସୁଦେବ ମନ୍ଦିର ରୋଷଘରେ ଅଗ୍ନିକାଣ୍ଡ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଅନନ୍ତ ବାସୁଦେବ ମନ୍ଦିର ରୋଷଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତିରେ ହଠାତ୍ ନିଆଁ ଲାଗି ୨୨ଟି ରୋଷଘର ପୋଡ଼ି ପାଉଁଶ ହୋଇଯାଇଛି।

ରୋଷଘର ଛଣରେ ତିଆରି ହୋଇଥିବାରୁ ନିଆଁରେ ପୋଡ଼ି ପୂରା ପାଉଁଶ ହୋଇଯାଇଛି। ଅଗ୍ନିଶମ ବିଭାଗର ୩ଟି ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ।



from OdishaReporter https://ift.tt/2OZ93QH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages