୧୯ ଅଗଷ୍ଟ,ରବିବାର: ଏହି ରାଶିର ଲୋକେ ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନ ନେଲେ ଭଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 18, 2018

୧୯ ଅଗଷ୍ଟ,ରବିବାର: ଏହି ରାଶିର ଲୋକେ ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନ ନେଲେ ଭଲ

rasheepic

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଗୁଡ଼ ଖାଇ ଘରୁ ବାହାରନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପନ୍ନ ହେବ। ମାନସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ।

ସିଂହ: କୌଣସି ବନ୍ଧୁଙ୍କୁ ଭେଟିବାକୁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ବୁଝିବିଚାରି କାର୍ଯ୍ୟ କରନ୍ତୁ। ମାନସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

ତୁଳା: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। ପ୍ରିୟବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ବିଚ୍ଛା: ଦିନଟି ଭଲରେ କଟିବ। ସୁସ୍ଥ ରହିବେ। ପରିବାର ଲୋକଙ୍କ ସହ ଖୁସିରେ ସମୟ ବିତାଇବେ। ଉପହାର ମିଳିବ।

ଧନୁ: ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଶୁଭ ଖବର ଶୁଣି ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମକର: ଦିନଟି ଭଲରେ କଟିବ। ବ୍ୟବସାୟରେ ଭଲ ଲାଭ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: ବ୍ୟସ୍ତତା ଭିତରେ ଦିନ କଟିବ। କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାର ଲୋକଙ୍କ ସହିତ ବୁଲାବୁଲି କରିବାକୁ ଯାଇପାରନ୍ତି।

ମୀନ: ଚିନ୍ତିତ ରହିବେ। ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ।



from Odisha Reporter https://ift.tt/2L5hhU7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages