
ଜୟପୁର (ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ଟାପଜରି ନିକଟରେ ଏକ କାର୍ ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି।
ମୃତକ ଦ୍ୱୟ ହେଲେ ଚୈତନ୍ୟ ପ୍ରସାଦ ମହାନ୍ତି ତାଙ୍କ ସ୍ତ୍ରୀ।
ସେମାନଙ୍କ ପୁଅକୁ ଗୁରୁତର ଅବସ୍ଥାରେ କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଛି।
ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଗାଡ଼ିରେ ୫ ଜଣ ଲୋକ ଥିଲେ। ସମସ୍ତେ ପୁରୀ ଜିଲ୍ଲା କାକଟପୁରରୁ ମାଲକାନଗିରି ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।
from Odisha Reporter https://ift.tt/2MIAMHT
No comments:
Post a Comment