ହୁସିଆର୍ କଲେଜ ରୋମିଓ! ଆଖି ମାରିଲେ କାର୍ଯ୍ୟାନୁଷ୍ଠାନ   - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 3, 2018

ହୁସିଆର୍ କଲେଜ ରୋମିଓ! ଆଖି ମାରିଲେ କାର୍ଯ୍ୟାନୁଷ୍ଠାନ  

wink

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦିନକୁ ଦିନ କଲେଜରେ ରାଗିଂ ବଢ଼ିବାରେ ଲାଗିଛି। ଏନେଇ ଆଜି ଉଚ୍ଚ ଶିକ୍ଷାମନ୍ତ୍ରୀ ଅନନ୍ତ ଦାସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରାଗିଂ ରୋକିବା ଦିଗରେ କଡ଼ା ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ଏବେ କଲେଜରେ କେହି କାହାକୁ ଆଖି ମାରିଲେ ବି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

ସେ କହିଛନ୍ତି,“ସବୁ ଶିକ୍ଷାନୁଷ୍ଠାନକୁ ସର୍କୁଲାର ଜାରି  କରିବା ପାଇଁ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କୌଣସି ପ୍ରକାର ରାଗିଂକୁ ବରଦାସ୍ତ କରାଯିବ ନାହିଁ। ରାଗିଂ ପ୍ରମାଣିତ ହେଲେ ଛାତ୍ରଛାତ୍ରୀଙ୍କୁ ବହିଷ୍କାର କରାଯିବ।”



from OdishaReporter https://ift.tt/2n7u7Yc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages