ରାତି ସାଢ଼େ ୭ଟା ଯାଏ ୧୩ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 21, 2018

ରାତି ସାଢ଼େ ୭ଟା ଯାଏ ୧୩ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇପାରେ। ଝଡ଼ତୋଫାନ ଓ ବଜ୍ରପାତ ବିହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ରାତି ସାଢେ ୭ଟା ଯାଏ ୧୩ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଦିଆଯାଇଛି।

ବିଶେଷକରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ପୁରୀ, ଢେଙ୍କାନାଳ,  ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।



from Odisha Reporter https://ift.tt/2LfnpZY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages