୩୧ ଅଗଷ୍ଟ, ଶୁକ୍ରବାର: ଏହି ରାଶିର ଲୋକେ ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 30, 2018

୩୧ ଅଗଷ୍ଟ, ଶୁକ୍ରବାର: ଏହି ରାଶିର ଲୋକେ ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି

rasheepic2

ମେଷ: ସ୍ୱାସ୍ଥ୍ୟ ଭଲ ରହିବ। ପିଲାଙ୍କୁ ନେଇ ଲାଗି ରହିଥିବା ଚିନ୍ତା ଦୂର ହେବ। ଧନପ୍ରାପ୍ତି ଯୋଗ ରହିଛି।

ବୃଷ: ଛୋଟ ଛୋଟ କଥାକୁ ନେଇ ଝଗଡ଼ା କରନ୍ତୁ ନାହିଁ। ଦହି ଖାଇ ଘରୁ ବାହାରନ୍ତୁ।  କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ। ଯାନବାହନ କିଣି ପାରନ୍ତି।

କର୍କଟ: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କ୍ୟାରିଅର୍‌ରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। କୌଣସି ପ୍ରସଙ୍ଗରେ ଚିନ୍ତିତ ଥିଲେ, ତାହା ଆଜି ଦୂର ହେବ। ଅପରାହ୍ନରେ ଶୁଭ ଖବର ଶୁଣି ପାରନ୍ତି।

କନ୍ୟା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ପ୍ରେମରେ ସଫଳତା ମିଳିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ତୁଳା: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଶେୟାର୍‌ ବଜାରରେ ଟଙ୍କା ନିବେଶ କରୁଥିଲେ ସତର୍କ ରୁହନ୍ତୁ।

ବିଛା: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପରିବାରରେ ହସଖୁସିର ବାତାବରଣ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ଧନୁ: ଦିନଟି ଏତେଟା ଭଲରେ କଟିବ ନାହିଁ। ପରିବାରର କୌଣସି ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବ୍ୟସ୍ତତା ଯୋଗୁ ମନ ଅଶାନ୍ତ ରହିବ।

ମକର: ବ୍ୟବସାୟରେ ଲାଭ ହୋଇପାରେ। ବନ୍ଧୁଙ୍କ ସହ ଦୂରସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମାନସମ୍ମାନ ମିଳିବ।

କୁମ୍ଭ: ଖର୍ଚ୍ଚ ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କାହାକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟାରେ ପଡ଼ିପାରନ୍ତି।

ମୀନ: କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଶୁଭ ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଘର ପାଇଁ କିଛି ଦାମୀ ଜିନିଷ କିଣିପାରନ୍ତି।



from Odisha Reporter https://ift.tt/2wtPzfj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages