
ଆସିକା(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡ଼ଆଳି ଗାଁରେ ଆଜି ସକାଳେ ପୋଖରୀ ଏକ ବିଦ୍ୟୁତ୍ ତାର ଛିଡ଼ି ପଡ଼ିଯିବାରୁ ୧୦ରୁ ଅଧିକ ଆହତ ହୋଇଛନ୍ତି।
ଆହତମାନଙ୍କୁ ଆସିକା ଓ କବିସୂର୍ଯ୍ୟନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗାଁରେ ଥିବା ଝୋଲରି ପୋଖରୀରେ ଲୋକେ ଗାଧୋଉଥିବା ବେଳେ ଏକ ବିଦ୍ୟୁତ୍ ତାର ଛିଡ଼ି ପଡ଼ି ପାଣିରେ ପଡ଼ି ଯାଇଥିଲା। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲା।
from Odisha Reporter https://ift.tt/2MFJwxj
No comments:
Post a Comment