ରାତିରେ ବର୍ଷିବ, ଘଡ଼ଘଡ଼ି ମାରିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 12, 2018

ରାତିରେ ବର୍ଷିବ, ଘଡ଼ଘଡ଼ି ମାରିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହେଉଥିବାରୁ ଆଜି ରାତିରେ ଝଡ଼ତୋଫାନ ବର୍ଷା ହେବ। ଏଥିପାଇଁ ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଜି ରାତିରେ କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡଘଡ଼ି ମାରିବା ସହିତ ପବନ ବୋହିବ। ପବନର ବେଗ ଘଣ୍ଟାକୁ କିମି ପ୍ରତି ୫୦ରୁ ୬୦ ରହିବ। ଏଥିପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ତେଣୁ ରାତି ୧୨ଟା ପୂର୍ବରୁ ଘରକୁ ଫେରିଆସିବା ପାଇଁ ପରାମର୍ଶ ଦିଆଯାଇଛି।



from OdishaReporter https://ift.tt/2OrAS2P

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages