ଏହି ୮ଟି ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା, ପାଣିପାଗ ବିଭାଗ କଲା ସତର୍କ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 14, 2018

ଏହି ୮ଟି ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା, ପାଣିପାଗ ବିଭାଗ କଲା ସତର୍କ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୮ଟି ଜିଲ୍ଲାରେ ବର୍ଷା ବିତ୍ପାତ ହେବ ବୋଲି ବିଭାଗ ପୂର୍ବାନୁମାନ କରିଛି।

ଏହିସବୁ ଜିଲ୍ଲାଗୁଡ଼ିକ ହେଉଛି ପୁରୀ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, କନ୍ଧମାଳ, ସମ୍ବଲପୁର ବୌଦ୍ଧ, କଟକ ଓ ଜଗତସିଂହପୁର।

ସମ୍ଭାବ୍ୟ ବର୍ଷା ସ୍ଥିତିକୁ ନେଇ ଗତକାଲି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ। ଏହି ଅବସରରେ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଓଡ୍ରାଫ ଓ ଏନଡିଆର୍‌ଏଫ୍‌ ଟିମ୍‌କୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ସମୀକ୍ଷା ବୈଠକ ପରେ ଏସ‌ଆରର୍ସି ସୂଚନା ଦେଇଛନ୍ତି।

 



from OdishaReporter https://ift.tt/2nC9tQl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages