୧୨ରେ ଶପଥ ନେବେ ହାଇକୋର୍ଟ ମୁଖ୍ୟ ବିଚାରପତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 9, 2018

୧୨ରେ ଶପଥ ନେବେ ହାଇକୋର୍ଟ ମୁଖ୍ୟ ବିଚାରପତି

ଭୁବନେଶ୍ୱର :  ଚଳିତମାସ ୧୨ତାରିଖରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀ ଶପଥ ନେବେ।
ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ସୂଚନା ଅନୁସାରେ ରବିବାର ଅପରାହ୍ନ ୪ଟାବେଳେ ଆୟୋଜିତ ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଓ ଅନ୍ୟାନ୍ୟ ମନ୍ତ୍ରୀମାନଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ହାଇକୋର୍ଟର ମାନ୍ୟବର ବିଚାରପତିମାନେ ଯୋଗ ଦେବେ।
୧୯୫୮ ମସିହା ଜନ୍ମିତ ଜଷ୍ଟିସ ଜାଭେରୀ ଓଡ଼ିଶା ହାଇକୋର୍ଟର ୩୦ତମ ମୁଖ୍ୟ ବିଚାରପତି ହେବେ।


from OdishaReporter https://ift.tt/2AVEwAb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages