
କଟକ(ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନା ପରିସରର ଥିବା ଯକ୍ଷ୍ମା ୱାର୍ଡ ସମ୍ମୁଖରେ ଥିବା ନିର୍ମାଣାଧୀନ କୋଠାରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।
ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ମୃତଦେହ ନିକଟରୁ ଯୁବକଙ୍କ ଡ୍ରେସ୍ ଓ ଏକ ମଦ ବୋତଲ ଜବତ କରାଯାଇଛି। ମଙ୍ଗଳାବାଗ ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
from OdishaReporter https://ift.tt/2nrdOWt
No comments:
Post a Comment