ବିଜେଡିରେ ମିଶିଲେ ଅମର ପଟ୍ଟନାୟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 28, 2018

ବିଜେଡିରେ ମିଶିଲେ ଅମର ପଟ୍ଟନାୟକ

amar

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅବସରପ୍ରାପ୍ତ ପ୍ରିନ୍ସିପାଲ୍ ଏଜି ଅମର ପଟ୍ଟନାୟକ ଆଜି ବିଜେଡିରେ ଯୋଗ ଦେଇଛନ୍ତି।

ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି।

ବିଜେଡିର ଆଇଟି ମୁଖ୍ୟ ଭାବେ ତାଙ୍କୁ ଦାୟିତ୍ୱ ମିଳିଛି।

ବିଜେଡିରେ ଯୋଗ ଦେବା ପରେ ଅମର କହିଛନ୍ତି,“ବିଜୁ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ବିଜେଡିରେ ଯୋଗ ଦେଇଛି। ମୁଁ ରାଜ୍ୟ ପାଇଁ କିଛି କରିବାକୁ ଆଶା ରଖିଛି।”



from Odisha Reporter https://ift.tt/2okHR2G

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages