ମୋବାଇଲ ବ୍ୟାଟେରୀ ଫାଟି ଯୁବକ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 30, 2018

ମୋବାଇଲ ବ୍ୟାଟେରୀ ଫାଟି ଯୁବକ ଗୁରୁତର

mobil-blast-in-kochanda

କୁଚିଣ୍ଡା(ଦେବେନ୍ଦ୍ର ବେହେରା): ପୁଣି ଫାଟିଲା ମୋବାଇଲ ବ୍ୟାଟେରୀ।

ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଡନସନାଡିହି ଗାଁରେ ଘଟିଛି ଏହି ଅଘଟଣ। ଦୁଷ୍ମନ୍ତ ଖର୍ସେଲ୍ ନାମକ ଜଣେ ଯୁବକ ମୋବାଇଲରୁ ବ୍ୟାଟେରୀ ଚାର୍ଜ କଲା ବେଳେ ବିସ୍ଫୋରଣ ଘଟିଥିଲା। ଫଳରେ ସେ ଗୁରୁତର ଆହତ ହୋଇଛନ୍ତି।

ପରିବାର ଲୋକେ ତାଙ୍କୁ କୁଚିଣ୍ଡା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।



from Odisha Reporter https://ift.tt/2wzKEcT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages