
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୨୧ଟି ଜିଲ୍ଲାରେ ବର୍ଷା ହୋଇପାରେ। ଘଡ଼ଘଡ଼ି ମଧ୍ୟ ମାରିପାରେ। ସେଥିପାଇଁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଦେବଗଡ଼, ଅନୁଗୋଳ, ଜଗତସିଂହପୁର, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର,ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା।
from Odisha Reporter https://ift.tt/2ot1OV3
No comments:
Post a Comment