ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ୬ ଗୋରୁ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 15, 2018

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ୬ ଗୋରୁ ମୃତ

ପଟ୍ଟାମୁଣ୍ଡାଇ(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍‌ ହାଣ୍ଡିସାହିରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୬ଟି ଗାଈଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ୪ଟି ଗାଈ ଗର୍ଭବତୀ ଥିବା ଜଣାପଡ଼ିଛି।

ଏହି ଘଟଣାକୁ ନେଇ  ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକେ ଏକ ଘରୋଇ ସଂସ୍ଥାର ଅଫିସ୍ ଭାଙ୍ଗି ଦେଇଛନ୍ତି। କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକ ଟାୟାର ଜାଳି ରାସ୍ତାରୋକ କରିଛନ୍ତି।



from OdishaReporter https://ift.tt/2P5w1p4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages