
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇପାରେ। ଝଡ଼ତୋଫାନ ଓ ବଜ୍ରପାତ ବି ହୋଇପାରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୧ଟା ୧୫ ମିନିଟ୍ ଯାଏ ୮ଟି ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ଜଗତସିଂହପୁର।
from OdishaReporter https://ift.tt/2OfTIKi
No comments:
Post a Comment