ରାତିରେ ଘରକୁ ଫେରି ନଥିଲେ: ସକାଳେ ମିଳିଲା ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 23, 2018

ରାତିରେ ଘରକୁ ଫେରି ନଥିଲେ: ସକାଳେ ମିଳିଲା ମୃତଦେହ

deadbody-boudh

ବୌଦ୍ଧ (ଭାର୍ଜନ ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ କେଉଁଟାପାଲି ଗାଁରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ମୀନକେତନ ପଟେଲ। ତାଙ୍କ ଘର ଗୁଚ୍ଛାପଡ଼ାରେ।
ସୂଚନା ଅନୁସାରେ, ଗତକାଲି ରାତିରେ ମୀନକେତନ ଘରକୁ ଫେରି ନଥିଲେ। ଆଜି ସକାଳେ ତାଙ୍କ ମୃତଦେହ ବିଲରେ ପଡ଼ିଥିବା ଦେଖିବାକୁ ମିଳିଥିଲା।
ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ତେଣୁ ତାଙ୍କୁ କେହି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2o1nKGj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages