
ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ ମହାଲୁଣ୍ଡା ନିକଟସ୍ଥ ଡେଙ୍ଗବୋରେଇ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି।
ବାର୍ହା ଶିକାର କରିବା ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତାହାତୀର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।
ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।
from Odisha Reporter https://ift.tt/2oraXNW
No comments:
Post a Comment