ଧସିଲା ରଘୁବାରି ଘାଟି: ୪୦ ଖଣ୍ଡ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 16, 2018

ଧସିଲା ରଘୁବାରି ଘାଟି: ୪୦ ଖଣ୍ଡ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

ରାୟଗଡ଼ା(ନନ୍ଦକିଶୋର ପଟ୍ଟନାୟକ): ଲଗାଣ ବର୍ଷା ଯୋଗୁଁ ରାୟଗଡ଼ା ଜିଲ୍ଲା ରଘୁବାରି ଘାଟି ଧସିଯାଇଛି। ଘାଟି ଧସି ଯବାରୁ ରଘୁବାରି ଓ ଡିମିରିଗୁଡ଼ା ଅଞ୍ଚଳର ପ୍ରାୟ ୪୦ ଖଣ୍ଡ ଗାଁର ପାଞ୍ଚ ହଜାରରୁ ଅଧିକ ଲୋକ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛନ୍ତି।

ରଘୁବାରିରୁ ପାତରପଡ଼ା, ହରିପୁର ଓ ଡିମିରିଗୁଡ଼ା ରାସ୍ତା ଧସି ହୋଇ ଯାଇଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଅମ୍ବାଦଳାକୁ ଯାଇଥିବା ଲୋକେ ନିଜ ଗାଁକୁ ଫେରି ପାରୁ ନାହାନ୍ତି। ମୁନିଗୁଡ଼ା କିମ୍ବା ଅନ୍ୟ କୌଣସି ସ୍ଥାନକୁ ମଧ୍ୟ ଲୋକେ ଜରୁରୀ କାମରେ ଯାଇ ପାରୁ ନ ଥିବା ଜଣାପଡ଼ିଛି।



from OdishaReporter https://ift.tt/2MhHsw1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages