ସ୍କୁଲ୍ ପାଚେରିରେ ଲାଗିଲା ନକ୍ସଲ ବିରୋଧୀ ପୋଷ୍ଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 19, 2018

ସ୍କୁଲ୍ ପାଚେରିରେ ଲାଗିଲା ନକ୍ସଲ ବିରୋଧୀ ପୋଷ୍ଟର

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି  ଜିଲ୍ଲା ଏମ୍‌ଭି ୭୯ରେ ନକ୍ସଲଙ୍କ ବିରୋଧରେ ପୋଷ୍ଟର ଲାଗିଛି। ସାବେରୀ ଉଚ୍ଚ ବିଦ୍ୟାଳୟର ପାଚେରିରେ ଏହି ପୋଷ୍ଟର ଲାଗିଛି। ହିଂସା ମୁକ୍ତ ଓଡ଼ିଶା ପକ୍ଷରୁ ଏହି ପୋଷ୍ଟର ଲଗାଯାଇଛି।

ଆଦିବାସୀଙ୍କୁ ବନ୍ଧୁକ ମୁନରେ ଭୟଭୀତ କରାଇବା ବନ୍ଦ କରନ୍ତୁ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି।



from Odisha Reporter https://ift.tt/2MDfUkf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages