ନିରାମୟ ଯୋଜନା କେନ୍ଦ୍ରରେ ନିଆଁ; ପୋଡ଼ିଗଲା ଲକ୍ଷାଧିକ ଟଙ୍କାର ଔଷଧ ଓ କମ୍ପ୍ୟୁଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 4, 2018

ନିରାମୟ ଯୋଜନା କେନ୍ଦ୍ରରେ ନିଆଁ; ପୋଡ଼ିଗଲା ଲକ୍ଷାଧିକ ଟଙ୍କାର ଔଷଧ ଓ କମ୍ପ୍ୟୁଟର

ପଟ୍ଟାମୁଣ୍ଡାଇ(ପ୍ରବୀର ନାୟକ): କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ପ୍ରାଥମିକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ନିଆଁ ଲାଗିଯାଇଛି। ରାତି ପ୍ରାୟ ୨ଟା ସମୟରେ ହସ୍‌ପିଟାଲ ପରିସରରେ ଥିବା ନିରାମୟ ଯୋଜନା କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଔଷଧ ଓ କମ୍ପ୍ୟୁଟର ପୋଡ଼ି ପାଉଁଶ ହୋଇଯାଇଛି। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥଲା। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

 



from OdishaReporter https://ift.tt/2n8UOM9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages