ଜଗମୋହନରୁ ଗଳୁଛି ପାଣି: ଏଏସ୍‌ଆଇର କାମକୁ ନେଇ ପ୍ରଶ୍ନବାଚୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 7, 2018

ଜଗମୋହନରୁ ଗଳୁଛି ପାଣି: ଏଏସ୍‌ଆଇର କାମକୁ ନେଇ ପ୍ରଶ୍ନବାଚୀ

ପୁରୀ(ମଧୁସୂଦନ ମିଶ୍ର): ଏଏସ୍‌ଆଇ ଦ୍ୱାରା ଶେଷ ହୋଇଥିବା ଜଗମୋହନ ମରାମତି କାମର ମାନକୁ ନେଇ ପ୍ରଶ୍ନ ଉଠିଛି। କାରଣ ଶ୍ରୀମନ୍ଦିର ଜଗମୋହନରୁ ପାଣି ଗଳୁଛି। ଅଣସର ପିଣ୍ଡିରେ ବର୍ଷାଜଳ ଗଳୁଥିବା ସେବାୟତମାନେ ଅଭିଯୋଗ କରିଛନ୍ତି।  ଜଗମୋହନରେ ପାଣି ଝରି ଚାନ୍ଦୁଆ ଭିଜିଯାଇଥିବା ମଧ୍ୟ ଅଭିଯୋଗ ହୋଇଛି।

ଜଗମୋହନ କାମ ଶେଷ ନେଇ ପୂର୍ବରୁ ହାଇକୋର୍ଟଙ୍କ ନିକଟରେ ଏଏସ୍‌ଆଇ ପକ୍ଷରୁ ସତ୍ୟପାଠ ଦିଆଯାଇଥିଲା। ଏବେ କାର୍ଯ୍ୟର ମାନକୁ ନେଇ ସେବାୟତମାନେ ପ୍ରଶ୍ନ ଉଠାଇଛନ୍ତି। ସତ୍ୟପାଠ ସତ୍ତ୍ୱେ ପାଣି ଗଳିବା ନେଇ ସେମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।

 



from OdishaReporter https://ift.tt/2M4hJGC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages