
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ନୟାପଲ୍ଲୀ ହାଇସ୍କୁଲ୍ ପଛ ପଡ଼ିଆରୁ ଏକ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କମିଶନରେଟ୍ ପୁଲିସ୍ ଉଦ୍ଧାର କରିଛି।
ଯୁବକଙ୍କ ଶରୀରରେ ଏକାଧିକ କ୍ଷତ ଚିହ୍ନ ରହିଛି। ତାଙ୍କୁ ହତ୍ୟା କରାଯାଇଥିବା ପୁଲିସ୍ ସନ୍ଦେହ କରୁଛି।
from Odisha Reporter https://ift.tt/2vZzHRr
No comments:
Post a Comment