ଆଇଏଏସ୍‌ ବିନୋଦ କୁମାରଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 10, 2018

ଆଇଏଏସ୍‌ ବିନୋଦ କୁମାରଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଆର୍‌ଏଚ୍‌ଡିସି ଦୁର୍ନୀତି ମାମଲାରେ ଆଇଏଏସ୍‌ ବିନୋଦ କୁମାରଙ୍କୁ ୩ବର୍ଷ ଜେଲ ଦଣ୍ଡ ହୋଇଛି। ସେ ଆଜି ଆତ୍ମସମର୍ପଣ ପରେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଏହି ଦଣ୍ଡ ଶୁଣାଇଛନ୍ତି। ଜେଲ୍ ଦଣ୍ଡାଦେଶ ପରେ ବିନୋଦଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି।

ବିନୋଦଙ୍କ ନାଁରେ NBW ଜାରି ହୋଇଥିଲା। ଆତ୍ମସମର୍ପଣ କରିବାକୁ ତାଙ୍କୁ ଆଜି ଯାଏ ସମୟ ଦିଆଯାଇଥିଲା।

ଏହି ମାମଲାର ଅନ୍ୟତମ ଦୋଷୀ ପୂର୍ଣ୍ଣଚନ୍ଦ୍ର ଦାସଙ୍କୁ ବି ୩ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି।

ଓଆର୍‌ଏଚ୍‌ଡିସିରେ ୫୩ ଲକ୍ଷ ଟଙ୍କାର ଦୁର୍ନୀତି ମାମଲାରେ ବିନୋଦ କୁମାର ସଂପୃକ୍ତ ଥିଲେ। ପୂର୍ବରୁ ଏହି  ମାମଲାରେ କୋର୍ଟ ୨ଜଣଙ୍କୁ ୩ବର୍ଷ ଲେଖାଏଁ ଜେଲ୍ ଦଣ୍ଡ ଶୁଣାଇଥିଲେ।



from OdishaReporter https://ift.tt/2vYiDKE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages