ଆଇଏଏସ୍‌ ବିନୋଦ କୁମାରଙ୍କୁ ପୁଣି ଜେଲ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 24, 2018

ଆଇଏଏସ୍‌ ବିନୋଦ କୁମାରଙ୍କୁ ପୁଣି ଜେଲ୍‌

binod

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବହୁଚର୍ଚ୍ଚିତ ଓଆରଏଚ୍‌ଡିସି ଦୁର୍ନୀତି ଅଭିଯୋଗ ମାମଲାରେ ଆଇଏଏସ୍ ବିନୋଦ କୁମାରଙ୍କୁ ପୁଣି ଜେଲ୍ ଦଣ୍ଡାଦେଶ ହୋଇଛି। ୧ କୋଟି ଟଙ୍କାର ଫ୍ଲାଟ ଋଣ ନାଁରେ ଦୁର୍ନୀତି ମାମଲାରେ ତାଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ।
ବିନୋଦଙ୍କ ସହ ଅନ୍ୟ ୬ ଜଣଙ୍କୁ ମଧ୍ୟ ୩ ବର୍ଷ ଲେଖାଏ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ।
ତତ୍କାଳୀନ ଆକାଉଣ୍ଟସ ଅଫିସର ଚିତ୍ତ ମଲ୍ଲିକଙ୍କୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
ପୂର୍ବରୁ ୫୩ ଲକ୍ଷ ଟଙ୍କା ହଡ଼ପ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ ବିନୋଦ। ଉକ୍ତ ମାମଲାରେ ମଧ୍ୟ ବିନୋଦଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି।



from Odisha Reporter https://ift.tt/2xzoyr9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages