ଭୋଜି ଖାଇ ଘରକୁ ଫେରୁଥିଲେ ଦୁଇ ସାଙ୍ଗ, ବାଟରେ ଜଗିଥିଲା ଯମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 15, 2018

ଭୋଜି ଖାଇ ଘରକୁ ଫେରୁଥିଲେ ଦୁଇ ସାଙ୍ଗ, ବାଟରେ ଜଗିଥିଲା ଯମ

accident

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୟପାଟଣା-ମୋଟେର ରାସ୍ତାର ଦୁଲକିବନ୍ଧ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି

ବୋଲେରୋ ଧକ୍କାରେ ଦୁଇ ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବିଜମରା ଗାଁର ପଦ୍ମନାଭ ରଣା ଓ ବଡ଼କୁଟ୍ରୁ ଗାଁର ସାଇ ସୌରଭ ପଣ୍ଡା।

ଗତକାଲି ରାତିରେ ଦୁଇ ସାଙ୍ଗ ପଦ୍ମନାଭ ଓ ସାଇ ସୌରଭ ଭୋଜି ଖାଇ ବାଇକ୍ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ଏକ ବୋଲେରୋ ସେମାନଙ୍କୁ ଧକ୍କା ଦେଇଥିଲା।

ଘଟଣାସ୍ଥଳରେ ପଦ୍ମନାଭଙ୍କ ମୃତ୍ୟୁ ଘଟିଥିଲା। ସାଇ ସୌରଭଙ୍କୁ ଭବାନୀପାଟଣା ଡାକ୍ତରଖାନା ନିଆଯାଉଥିବା ତାଙ୍କର ମୃତ୍ୟୁ ଘଟିଥିଲା।



from Odisha Reporter https://ift.tt/2QBFKUK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages