ଜେଲ୍‌ଗଲେ ନିର୍ମଳ ଇନଫ୍ରା ଚିଟ୍‌ଫଣ୍ଡ୍‌ ସଂସ୍ଥାର ନିର୍ବାହୀ ନିର୍ଦ୍ଦେଶକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 29, 2018

ଜେଲ୍‌ଗଲେ ନିର୍ମଳ ଇନଫ୍ରା ଚିଟ୍‌ଫଣ୍ଡ୍‌ ସଂସ୍ଥାର ନିର୍ବାହୀ ନିର୍ଦ୍ଦେଶକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନିର୍ମଳ ଇନଫ୍ରା ଚିଟ୍‌ଫଣ୍ଡ ସଂସ୍ଥାର ନିର୍ବାହୀ ନିର୍ଦ୍ଦେଶକ ନିରଞ୍ଜନ ସକ୍‌ସେନାଙ୍କୁ ସିବିଆଇ ଗିରଫ କରିଛି। ତାଙ୍କୁ ମଧ୍ୟପ୍ରଦେଶର ଭୋପାଲରୁ ସିବିଆଇ ଗିରଫ କରିଛି। ଅଧିକ ପଚରାଉଚରା ପାଇଁ ତାଙ୍କୁ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ଓଡ଼ିଶା ଅଣାଯାଇଛି।

ଆଜି ତାଙ୍କୁ ଭୁବନେଶ୍ୱର ସ୍ପେଶାଲ୍‌ ସିବିଆଇ କୋର୍ଟରେ ହାଜର କରାଯାଇଥିଲା। କୋର୍ଟରେ ହାଜର ପରେ ନିରଞ୍ଜନଙ୍କୁ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି।
ନିର୍ମଳ ଇନଫ୍ରା ନାଁରେ ୪୩୧ କୋଟିର ଠକେଇ ଅଭିଯୋଗ ରହିଛି। ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ଏହି ସଂସ୍ଥା ଶାଖା ଖୋଲି ଲୋକଙ୍କଠାରୁ କୋଟି କୋଟି ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି।



from Odisha Reporter https://ift.tt/2xM5yG1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages