ସାପ କାମୁଡ଼ାରେ ଦୁଇ ଭାଇଙ୍କର ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 27, 2018

ସାପ କାମୁଡ଼ାରେ ଦୁଇ ଭାଇଙ୍କର ମୃତ୍ୟୁ

snake....

ପଟ୍ଟାମୁଣ୍ଡାଇ(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ମୁଳୁବସନ୍ତ ପଞ୍ଚାୟତର ବନ୍ଧସାହି ଗାଁରେ ସାପ କାମୁଡ଼ାରେ ଦୁଇ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉଦୟଭାନୁ ସାହୁ (୧୩) ଓ କୃତିବାସ ସାହୁ (୭)।

ଗତକାଲି ରାତିରେ ଘରେ ଶୋଇଥିବା ବେଳେ ଦୁଇ ଭାଇଙ୍କୁ ସାପ କାମୁଡ଼ି ଦେଇଥିଲା। ଉଭୟଙ୍କୁ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରୁ କଟକ ସ୍ଥାନାନ୍ତର ବେଳେ ରାସ୍ତାରେ ଉଭୟଙ୍କର ମୃତ୍ୟୁ ହୋଇଥିଲା।



from Odisha Reporter https://ift.tt/2R5Kwdq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages