ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଚାଷୀ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 26, 2018

ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଚାଷୀ!

farmerr,,,,,,

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ମଙ୍ଗରାଜପୁରରେ ଆଜି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଗୌରାଙ୍ଗ ବଳ।

ପରିବାର ଲୋକଙ୍କ କହିବା ଅନୁସାରେ, ଗୌରାଙ୍ଗ ଚାଷ ପାଇଁ ବ୍ୟାଙ୍କ ଓ ବିଭିନ୍ନ ସଂସ୍ଥାରୁ କରଜ ଆଣିଥିଲେ। ଋଣ ଶୁଝିବା ଚିନ୍ତାରେ ସେ ଘର ପଛରେ ଏକ ଗଛରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ତାଙ୍କ ପତ୍ନୀ କହିଛନ୍ତି। ଏ ସଂପର୍କରେ ପ୍ରାଶାସନିକ ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରି ନାହିଁ ।



from Odisha Reporter https://ift.tt/2xRADHL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages