ମଇନାଙ୍କ ସମେତ ତିନି ଗିରଫ, କରୁଥିଲେ ଏମିତି କାମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 7, 2018

ମଇନାଙ୍କ ସମେତ ତିନି ଗିରଫ, କରୁଥିଲେ ଏମିତି କାମ

woman

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଟକ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର ବ୍ରାଉନ୍ ସୁଗାର ଜବତ କରାଯାଇଛି। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି।

ଭୁବନେଶ୍ୱରର ଲକ୍ଷ୍ମୀସାଗର ସ୍ଥିତ ହଳଦୀପଡ଼ିଆ ବସ୍ତିରେ କଟକର ଅବକାରୀ ବିଭାଗ ଚଢ଼ାଉ କରି ୨୦୦ ଗ୍ରାମ୍‌ ବ୍ରାଉନ୍‌ ସୁଗାର  ଜବତ କରିଛି।  ଏହି ଘଟଣାରେ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ତାଙ୍କ ନାଁ ମଇନା।

ସେହିପରି ଖୋର୍ଦ୍ଧା ଜିଲ୍ଲା ନୂଆଗାଁରେ ଚଢ଼ାଉ କରି ୧୦୦ ଗ୍ରାମ୍ ବ୍ରାଉନ୍‌ ସୁଗାର୍‌ ଜବତ କରିଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି।

କଟକର ଗାନ୍ଧି ନଗରରେ ଚଢ଼ାଉ କରାଯାଇ ୮ କେଜି ଗଞ୍ଜେଇ ଜବତ କରାଯିବା ସହିତ ଜଣଙ୍କୁ ଗିରଫ କରାଯାଇଛି।



from Odisha Reporter https://ift.tt/2M78Fwt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages