
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କିଛି ଦିନ ହେବ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି କେତେକ ସ୍ଥାନରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଅପରାହ୍ନ ୫ଟା ଯାଏ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବା ସମ୍ଭାବନା ଥିବା କୁହାଯାଇଛି।
ତେଣୁ ୧୨ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ।
from Odisha Reporter https://ift.tt/2wXuWrR
No comments:
Post a Comment