ଓଲଟି ପଡ଼ିଲା ବସ୍‌: ୩୦ ଆହତ, ୪ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 19, 2018

ଓଲଟି ପଡ଼ିଲା ବସ୍‌: ୩୦ ଆହତ, ୪ ଗୁରୁତର

bus1

ବଣାଇ(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ ବଲାଣିପାଟ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି।

ପାରାଦୀପରୁ-ରାଉରକେଲା ଆସୁଥିବା ଏକ ବସ୍‌ର ଚକା ଫାଟି ଯିବାରୁ ତାହା ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

bus2ଏହା ଦ୍ୱାରା ବସ୍‌ରେ ଥିବା ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଗୁରୁତରଙ୍କ ମଧ୍ୟରେ ଅଛନ୍ତି ୨ ଜଣ ମହିଳା ଓ ୨ ଜଣ ଶିଶୁ। ସେମାନଙ୍କୁ ରାଉରକେଲା ଆର୍‌ଜିଏଚ୍‌ରେ ଭର୍ତ୍ତି ହୋଇଛନ୍ତି।

bus3ଅନ୍ୟ ଆହତମାନେ ରାଉରକେଲାର ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।



from Odisha Reporter https://ift.tt/2NpIbfb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages