
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୦ ତାରିଖ ସୋମବାର ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। କଂଗ୍ରେସର ଭାରତ ବନ୍ଦ ଡାକରା ଯୋଗୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।
ତୈଳ ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସ ଓ ବାମ ଦଳ ଭାରତ ବନ୍ଦ ଡାକରା ଦେଇଥିଲା। ଏହି ସମୟରେ କୌଣସି ଅଘଟଣ ଘଟିବା ଆଶଙ୍କା କରି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି।
from Odisha Reporter https://ift.tt/2MaRKcD
No comments:
Post a Comment