ଦୋହଲିଗଲା ଉତ୍ତର-ପୂର୍ବ ଭାରତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 11, 2018

ଦୋହଲିଗଲା ଉତ୍ତର-ପୂର୍ବ ଭାରତ

earthduake

ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଭାରତର ଅନେକ ରାଜ୍ୟରେ ଆଜି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୫ ରହିଥିଲା।

ବିହାର, ଆସାମ, ପଶ୍ଚିମବଙ୍ଗ, ନାଗାଲାଣ୍ଡ, ମଣିପୁର, ସିକ୍କିମ ଓ ଅରୁଣାଚଳ ପ୍ରଦେଶର ଅନେକ ସ୍ଥାନରେ ଏହି ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା। ସକାଳ ପ୍ରାୟ ୧୦ଟା ୨୨ମିନିଟ୍‌ରେ ୧୫ ସେକେଣ୍ଡ ପର୍ଯ୍ୟନ୍ତ ଏହି ଭୂକମ୍ପ ଅନୁଭୂତ ହୋଇଥିଲା। ଏ ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା କୋକରାଝର।

ଏଥିଯୋଗୁଁ କୌଣସି ସ୍ଥାନରେ କିଛି କ୍ଷତି ଘଟିଥିବା ନେଇ କୌଣସି ସୂଚନା ଆସି ନାହିଁ।

ଏହା ପୂର୍ବରୁ ଆଜି ସକାଳ ପ୍ରାୟ ୫ଟା ୧୫ ମିନିଟ୍‌ରେ ଜମ୍ମୁ-କଶ୍ମୀର ଭୂକମ୍ପ ଅନୁଭୂତ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୪.୬ ରହିଥିଲା। ସେହିପରି ହରିୟାଣାରେ ସକାଳ ୫ଟା ୪୩ ମିନିଟ୍‌ରେ ଭୂକମ୍ପ ହୋଇଥିଲା। ଏହାର ତୀବ୍ରତା ୩.୧ ଥିଲା।



from Odisha Reporter https://ift.tt/2Obeawe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages