ସ୍ତ୍ରୀର ଗଳାକାଟି ଦେଲେ ସ୍ୱାମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 9, 2018

ସ୍ତ୍ରୀର ଗଳାକାଟି ଦେଲେ ସ୍ୱାମୀ

brm

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ବ୍ରହ୍ମପୁରରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ଗଳାକାଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ହେଲେ ବ୍ରହ୍ମପୁର ମିଲିଟାରୀ ଲାଇନ୍‌ର ପପିନା ବେହେରା। ଘଟଣା ପରେ ପପିନାଙ୍କ ସ୍ୱାମୀ ରବୀନ୍ଦ୍ର ବେହେରା ଫେରାର ହୋଇଯାଇଛନ୍ତି।

ପାରିବାରିକ କଳହକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ପପିନାଙ୍କ ପୁଅ ଅଭିଯୋଗ କରିଛନ୍ତି।

ଖବରପାଇ ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2O1vDam

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages