
କଟକ (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ପିଠାପୁର କୋଠସାହିରେ ଗୁଳିମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଦିଲୀପ ସାହୁ।
ଟଙ୍କା ଧାରଉଧାରକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି।
ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
from Odisha Reporter https://ift.tt/2O1Y4rS
No comments:
Post a Comment