ରାତିରେ ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 26, 2018

ରାତିରେ ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାତିରେ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡଘଡ଼ି ମାରିବା ସହିତ ପବନ ମଧ୍ୟ ବହିବ। ଏଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଜି ରାତି ୧୨ଟା ଯାଏ ୨୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଜିଲ୍ଲା ଗୁଡ଼ିକ ହେଲା- ଦେବଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ଅନୁଗୋଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରି।

ଟ୍ୱିନ୍‌ସିଟି କଟକ ଓ ଭୁବନେଶ୍ୱର ସହରରେ ମଧ୍ୟ ପ୍ରବଳ ବର୍ଷା ହେବା ସହିତ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି।



from Odisha Reporter https://ift.tt/2Od9AAU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages