ଖାତକୁ ଖସିଲା ଭ୍ୟାନ୍‌, ୧୩ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 3, 2018

ଖାତକୁ ଖସିଲା ଭ୍ୟାନ୍‌, ୧୩ ମୃତ

ଡେରାଡୁନ୍‌: ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ଆଜି ଅପରାହ୍ଣରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଭ୍ୟାନ୍‌ ଘାଟି ରାସ୍ତା ଅତିକ୍ରମ କରୁଥିବା ବେଳେ ଖାତକୁ ଖସି ପଡ଼ିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ୧୩ ବର୍ଷୀୟ ନାବାଳକ ଓ ନାବାଳିକାଙ୍କ ଜୀବନ ବଞ୍ଚିଯାଇଛି।

ପୁଲିସ୍‌ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ୧୦୦ ମିଟ୍‌ର ତଳକୁ ଖସି ପଡ଼ିଥିବା ଭ୍ୟାନ୍‌ଟିକୁ ଉପରକୁ ଆଣିବାକୁ ଚେଷ୍ଟା ଜାରି ରଖିଛନ୍ତି। ଉଦ୍ଧାରକାର୍ଯ୍ୟ ଚାଲୁ ରହିଥିବାରୁ ଘଟଣା ସମ୍ପର୍କରେ ବିସ୍ତୃତ ତଥ୍ୟ ମିଳିନାହିଁ।



from Odisha Reporter https://ift.tt/2NbncvX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages