ଚେନ୍ନାଇରେ ଓଡ଼ିଶା ଭବନ ଉଦଘାଟିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 25, 2018

ଚେନ୍ନାଇରେ ଓଡ଼ିଶା ଭବନ ଉଦଘାଟିତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତାମିଲନାଡୁର ଚେନ୍ନାଇରେ ନବନିର୍ମିତ ଓଡ଼ିଶା ଭବନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ୨୦୧୨ ମସିହା ମେ’ ୧୧ ତାରିଖରେ ଏହି ଓଡ଼ିଶା ଭବନର ଭିତିପ୍ରସ୍ତର ସ୍ଥାପନ ହୋଇଥିଲା। ଓଡ଼ିଶା ସରକାରଙ୍କ ଅନୁରୋଧ ରକ୍ଷା କରି ତତକାଳୀନ ମୁଖ୍ୟମନ୍ତ୍ରୀ ଜୟଲଳିତା ଏହି ଓଡ଼ିଶା ଭବନ ପାଇଁ ଜମି ଯୋଗାଇ ଦେଇଥିଲେ। ଏହି ଭବନ ନିର୍ମାଣ ପାଇଁ ୨୨କୋଟି ଟଙ୍କା ବ୍ୟୟ ହୋଇଛି।

ଦିଲ୍ଲୀ, କୋଲାକାତା, ମୁମ୍ବାଇ ପରେ ଚେନ୍ନାଇରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ଭବନ କାର୍ଯ୍ୟକ୍ଷମ ହୋଇଛି। ଏହି କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।



from Odisha Reporter https://ift.tt/2xOhypD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages